ଜାତୀୟ ଖବର ୪୭ ବର୍ଷରେ ପ୍ରଥମ ଥର ୧୨ ମାସ ଶୂନ ମୃତାହତ: CRPF କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: କେନ୍ଦ୍ରୀୟ ସଂରକ୍ଷିତ ପୁଲିସ ବାହିନୀ ବା ସିଆରପିଏଫ ଏକ ଐତିହାସିକ ଉପଲବ୍ଧି ହାସଲ କରିଛି। ଗତ ୪୭ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ କ୍ରମାଗତ…