ଆଞ୍ଚଳିକ ବାଲୁଗାଁ: ଶିକ୍ଷା ବିଭାଗରେ +୩ ଶେଷ ବର୍ଷ ଶିକ୍ଷାର୍ଥୀଙ୍କ ବିଦାୟ ସମ୍ବର୍ଦ୍ଧନା ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଶିକ୍ଷା ସମ୍ମାନ ବିଭାଗର +୩ ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଡଃ…