ଅନ୍ତରାଷ୍ଟ୍ରୀୟ ପାଠ୍ୟକ୍ରମ ପ୍ରସ୍ତୁତି ଏବଂ ଶୈଶବାବସ୍ଥା ଶିକ୍ଷା ଉପରେ ଗୁରୁତ୍ୱାରୋପ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲି: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଇଣ୍ଡୋନେସିଆ ଗସ୍ତର ଅନ୍ତିମ ଦିନରେ ବାଲି ଠାରେ ଇଣ୍ଡୋନେସିଆର ଶିକ୍ଷା ମନ୍ତ୍ରୀ ଏବଂ…