ଅପରାଧ ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀଙ୍କୁ ବଡ ସଫଳତା: ତିନି ଜୈଶ ଏବଂ ଜଣେ ଲଶ୍କର ଆତଙ୍କବାଦୀ ନିହତ ଶ୍ରୀନଗର: ଜମ୍ମୁ କାଶ୍ମୀରର ଶୋପିଆନ୍ ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ହୋଇଥିବା ଦୁଇଟି ଏନକାଉଣ୍ଟରରେ ୪ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ନିହତ ଆତଙ୍କବାଦୀମାନେ…