ଅପରାଧ ସୁରକ୍ଷା ବାହିନୀର କାର୍ଯ୍ୟାନୁଷ୍ଠାନ ଜାରି, ଶ୍ରମିକଙ୍କୁ ଆକ୍ରମଣ କରିଥିବା ୨ ଆତଙ୍କବାଦୀ ନିହତ ଶ୍ରୀନଗର: ଜମ୍ମୁ କାଶ୍ମୀରରେ ଶ୍ରୀନଗରର ନୋଭଗାମ ପୋଲିସ ଷ୍ଟେସନ ଅଞ୍ଚଳରେ ସୁରକ୍ଷା ବାହିନୀ ସହିତ ଏନକାଉଣ୍ଟରରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ଏକ ନିର୍ଦ୍ଦିଷ୍ଟ ଇନପୁଟ୍ ଉପରେ…