ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଶ୍ରମ ଏବଂ ରୋଜଗାର ମନ୍ତ୍ରଣାଳୟ ଅଧୀନରେ ଥିବା ନ୍ୟାସନାଲ କ୍ୟାରିଅର ସର୍ଭିସ୍ ସେଣ୍ଟର, ଭୁବନେଶ୍ବର ସ୍ଥିତ କାର୍ଯ୍ୟାଳୟ ପକ୍ଷରୁ ତଫସିଲଭୁକ୍ତ ଜାତି ଓ…