ବିଶେଷ ଖବର ପ୍ରଧାନମନ୍ତ୍ରୀଙ୍କ ଜି-୨୦ ଶ୍ରମ ନିଯୁକ୍ତି ମନ୍ତ୍ରୀ ବୈଠକରେ ଉଦ୍ବୋଧନ ନୂଆଦିଲ୍ଳୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି (୨୧.୭.୨୦୨୩) ମଧ୍ୟପ୍ରଦେଶର ଇନ୍ଦୋର ଠାରେ ଆଭାସୀ ମାଧ୍ୟମରେ ଜି-୨୦ ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ସମୂହ ବୈଠକରେ ଉଦ୍ବୋଧନ ଦେଇଛନ୍ତି।…