ଆଞ୍ଚଳିକ ଟାଙ୍ଗୀ: ବିଷାକ୍ତ ସାପ କାମୁଡ଼ାରେ ମହିଳା ମୃତ ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ଥାନା ଜରିପଡା ଦଳ ବେହେରା ସାହିରେ ଅଭାବନୀୟ ଘଟଣା ଘଟିଯାଇଛି। ବିଷାକ୍ତ ସାପ କାମୁଡ଼ାରେ ରୁନୁ ବେହେରା (୪୦)…