ଶ୍ରୀଅଲରାନାଥ

ପୁରୀ: ଆସନ୍ତାକାଲିଠାରୁ ବ୍ରହ୍ମଗିରିସ୍ଥିତ ଶ୍ରୀଅଲାରନାଥଙ୍କ ପୀଠରେ ମହାପ୍ରଭୁଙ୍କ ଅଣସର ଦର୍ଶନ ଆରମ୍ଭ ହେବ। ସେଥିପାଇଁ ପ୍ରଶାସନ ତରଫରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। କୁହାଯାଏ ଯେ, ତିନିଠାକୁରଙ୍କୁ ଜର…