ଜାତୀୟ ଖବର ଶ୍ରୀଜିୟୁଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ବାଇଶ ପାହାଚରେ ବସିଲେ, କଲେ ପିଣ୍ଡଦାନ ପୁରୀ: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପୁରୀରେ ପହଞ୍ଚି ଶ୍ରୀଜିୟୁଙ୍କୁ ଦର୍ଶନ କରିଛନ୍ତି।ପ୍ରଥମେ ସେ ଶ୍ବେତଗଙ୍ଗାରେ ପିଣ୍ଡଦାନ କରିବା ପରେ ମନ୍ଦିର ପ୍ରବେଶ କରିଥିଲେ। ସେ ସିଂହଦ୍ବାରରେ ପହଞ୍ଚିବା…