ଆଜିର ଖବର ଶ୍ରୀଜୟଦେବ ଜୟନ୍ତୀ ପାଳନ ନେଇ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ପ୍ରସ୍ତୁତି ବୈଠକ ଭୁବନେଶ୍ୱର: ଖୋର୍ଦ୍ଧା ଜିଲ୍ଲାପାଳ ଶ୍ରୀ ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ଅଧ୍ୟକ୍ଷତାରେ ଶ୍ରୀ ଜୟଦେବ ଜୟନ୍ତୀ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।…