ଆଜିର ଖବର ପ୍ୟାରିସ୍ ଡାଇମଣ୍ଡ ଲିଗରେ ଲମ୍ବଡିଆଁରେ ବ୍ରୋଞ୍ଜ ପଦକ ବିଜେତା ଶ୍ରୀଶଙ୍କରଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ନୂଆଦିଲ୍ଲୀ: ପ୍ୟାରିସ୍ ଡାଇମଣ୍ଡ ଲିଗରେ ଲମ୍ବଡିଆଁରେ ବ୍ରୋଞ୍ଜ ପଦକ ବିଜେତା ଶ୍ରୀଶଙ୍କର ମୁରଲୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍ କରି ଲେଖିଛନ୍ତି ଯେ,‘ପ୍ୟାରିସ୍…