ରାଜ୍ୟ ଖବର ଓଡ଼ିଶା ଆସୁଛନ୍ତି ଉପରାଷ୍ଟ୍ରପତି ଭୁବନେଶ୍ୱର: ସୋମବାର ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଉପରାଷ୍ଟ୍ରପତି ସି.ପି. ରାଧାକ୍ରିଷ୍ଣନ। ଏହି ଗସ୍ତ ସମୟରେ ସେ ଭୁବନେଶ୍ୱର ଓ କଟକରେ ଆୟୋଜିତ ଦୁଇଟି ପ୍ରମୁଖ କାର୍ଯ୍ୟକ୍ରମରେ…