ଆଜିର ଖବର ଜୟନ୍ତୀ ଅବସରରେ ଶ୍ରୀ ଅରବିନ୍ଦୋଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାମାଜିକ ଗଣମାଧ୍ୟମ ପ୍ଲାଟଫର୍ମ ଏକ୍ସ ମାଧ୍ୟମରେ ମହାନ ଦାର୍ଶନିକ, ଚିନ୍ତକ ତଥା ଆଧ୍ୟାତ୍ମିକ ନେତା ଶ୍ରୀ ଅରବିନ୍ଦୋଙ୍କୁ ତାଙ୍କର ଜୟନ୍ତୀ ଅବସରରେ…