ବିଶେଷ ଖବର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ: ତୃତୀୟ ମୋର୍ଚ୍ଚା ବିଷୟରେ ଦେଲେ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ରାଜନୀତି ନେଇ କରିଛନ୍ତି ଏକ ଘୋଷଣା। ସେ କହିଛନ୍ତି ଯେ,…