ଆଜିର ଖବର ରଥଯାତ୍ରା ସମ୍ପର୍କରେ ଗଜପତି ମହାରାଜାଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ଏବଂ ଆଇନ ମନ୍ତ୍ରୀ ଭୁବନେଶ୍ଵର: ରଥଯାତ୍ରାର ସୂଚାରୁ ପରିଚାଳନା ନେଇ ରାଜ୍ୟ ଅତିଥିଭବନ ଠାରେ ଗଜପତି ମହାରାଜା ଶ୍ରୀ ଦିବ୍ୟସିଂହ ଦେବ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଆଇନ ମନ୍ତ୍ରୀ…