ଶ୍ରୀ ପ୍ରଦିପ କୁମାର ଅମାତ

ଭୁବନେଶ୍ୱର: ସାରା ବିଶ୍ୱର ପ୍ରସିଦ୍ଧ ବ୍ୟକ୍ତିତ୍ୱଙ୍କ ମଧ୍ୟରେ ଗାନ୍ଧୀ ମହାତ୍ମାଙ୍କ ନାମ ଅଗ୍ରଗଣ୍ୟ। ଗାନ୍ଧିଜୀଙ୍କ ଆଦର୍ଶର ମୂଳ ଉପାଦାନଗୁଡ଼ିକ ହେଉଛି-ସତ୍ୟ, ଶାନ୍ତି, ଅହିଂସା ଓ ବିଶ୍ୱଦୃଷ୍ଟି। ସେଥି…