ଆଜିର ଖବର ଭୁବନେଶ୍ୱରରେ ବିଶ୍ୱନାଥ ଓ ପାର୍ବତୀଙ୍କ ବିବାହ ଉତ୍ସବ ଅନୁଷ୍ଠିତ ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଚନ୍ଦ୍ରଶେଖରପୁରଠାରେ ଶ୍ରୀ ବିଶ୍ୱନାଥ ମନ୍ଦିର ପ୍ରାଙ୍ଗଣରେ ବିଶ୍ୱନାଥ ଓ ପାର୍ବତୀଙ୍କ ଦ୍ୱାଦଶତମ ବିବାହ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ କୁଆଖାଇ ନଦୀରୁ କଳସ ପାତ୍ରରେ…