ଆଞ୍ଚଳିକ ମା’ ଭଗବତୀଙ୍କ ପୀଠରେ ବାସନ୍ତିକ ବିଶ୍ୱଶାନ୍ତି ମହାଯଜ୍ଞ ଆରମ୍ଭ ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଠାରୁ ନଅ ଦିନ ବ୍ୟାପି ବାଣପୁରର ଆରାଧ୍ୟ ଦେବୀ ମା’ ଭଗବତୀଙ୍କ ପୀଠରେ ବସନ୍ତ ଋତୁର ନବରାତ୍ରି ଉପଲକ୍ଷେ ବାସନ୍ତିକ ବିଶ୍ଵଶାନ୍ତି…