ଶ୍ରୀ ଶ୍ରୀ ଶ୍ରୀ କାର୍ତ୍ତିକେଶ୍ୱର ପୂଜା କମିଟି

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଏନଏସି ଅନ୍ତର୍ଗତ ଭଗବତୀ ସାହିସ୍ଥିତ ଶ୍ରୀ ଶ୍ରୀ ଶ୍ରୀ କାର୍ତ୍ତିକେଶ୍ୱର ପୂଜା କମିଟି ପକ୍ଷରୁ କାର୍ତ୍ତିକ ପୂଜା ମହାଆଡମ୍ବରରେ ପାଳିତ ହୋଇଯାଇଛି। …