ଆଞ୍ଚଳିକ ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ-ବାଣପୁର ରୋଡସ୍ଥିତ ପଦନପୁର ଛକ ନିକଟସ୍ଥ ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ୨୫ତମ ପୂର୍ତ୍ତି ଅବସରରେ ରଜତ ଜୟନ୍ତୀ ଉତ୍ସବ ମହା ସମାରୋହରେ…