ଆଜିର ଖବର ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ତମ ବାର୍ଷିକୀ ଉତ୍ସବରେ ଅଂଶ ଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଭଡ଼ତାଳସ୍ଥିତ ଶ୍ରୀ ସ୍ୱାମୀନାରାୟଣ ମନ୍ଦିରର ୨୦୦ତମ ବାର୍ଷିକୀ ଉତ୍ସବରେ ଅଂଶ ଗ୍ରହଣ କରିଛନ୍ତି। ଭିଡିଓ କନଫରେନ୍ସିଂ ଜରିଆରେ ସମବେତ…