ଶ୍ରେଥା ଥାଭିସିନ

ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହୋଇଥିବାରୁ ଶ୍ରେଥା ଥାଭିସିନଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି। ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ‘ଥାଇଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଭାବେ…