ଷଷ୍ଠ ଓ ସପ୍ତମ ଶ୍ରେଣୀ

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ଷଷ୍ଠ ଓ ସପ୍ତମ ଶ୍ରେଣୀର ପିଲାମାନଙ୍କୁ ଅଫଲାଇନ ପାଠ ପଢାଇବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି।…