ଆଜିର ଖବର କଳାହାଣ୍ଡି ଜିଲ୍ଲାପାଳ ଭାବେ ଯୋଗ ଦେଲେ ପି.ଅନ୍ୱେଷା ରେଡ୍ଡୀ, ଷଷ୍ଠ ମହିଳା ଜିଲ୍ଲାପାଳ ଭାବେ ନେଲେ ଦାୟିତ୍ଵ ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାପାଳ ଭାବେ ପି. ଅନ୍ୱେଷା ରେଡ୍ଡୀ ଆଇ.ଏ.ଏସ. ଦାୟିତ୍ଵ ନେଇଛନ୍ତି। କଳାହାଣ୍ଡି ଜିଲ୍ଲାରେ ପୂର୍ବରୁ ପାଂଚ ଜଣ ମହିଳା ଜିଲ୍ଲାପାଳ…