ଷ୍ଟାଣ୍ଡଅପ ଯୋଜନା

ନୂଆଦିଲ୍ଲୀ: ଦେଶରେ ଷ୍ଟାଣ୍ଡଅପ ଯୋଜନା ପ୍ରଚଳନ ହେବା ଦିନଠାରୁ ୨୦୨୧ ମସିହା ଜାନୁୟାରୀ ୩୧ତାରିଖ ସୁଦ୍ଧା ୧,୧୦,୦୧୯ଜଣ ବିଭିନ୍ନ ତାଲିକାଭୁକ୍ତ ବ୍ୟାଙ୍କରୁ ଏହି ଯୋଜନାରେ ଋଣ ପାଇସାରିଲେଣି।…