ଆଜିର ଖବର ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ସୋଆର ୩୨ ଗବେଷକ ଭୁବନେଶ୍ୱର: ପ୍ରସିଦ୍ଧ ଷ୍ଟାନଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ୩୨ ଜଣ ବିଶିଷ୍ଟ ଗବେଷକ…