ରାଜ୍ୟ ଖବର ଖୋର୍ଦ୍ଧା ଜିଲ୍ଲାରେ ଆଜିଠାରୁ ଆରମ୍ଭ ହେବ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩ ଭୁୁବନେଶ୍ୱର: ସ୍କୁଲ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଔଦ୍ୟୋଗିକତାର ଭାବନା ଉଦ୍ରେକ ନିମନ୍ତେ ଷ୍ଟାର୍ଟଅପ୍ ଏକ୍ସପ୍ରେସ ୨୦୨୩ ଶୁକ୍ରବାରଠାରୁ ଆରମ୍ଭ ହୋଇ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ସ୍କୁଲକୁ ଗସ୍ତ…