ଆଜିର ଖବର ବିଜେଡି ଘୋଷଣା କଲା ଶେଷ ଦୁଇ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା, ଜାଣନ୍ତୁ ସେମାନଙ୍କ ନାମ ଭୁବନେଶ୍ବର: ବିଜୁ ଜନତା ଦଳ ତାହାର ଶେଷ ଦୁଇ ପର୍ଯ୍ୟାୟ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି। ଏଥିରେ ଚାଳିଶ ଜଣ ନେତାଙ୍କୁ ନିଆଯାଇଛି।…