ଆଜିର ଖବର କୋଭିଡ-୧୯ର ୭୩ଟି ପ୍ରକାର ଷ୍ଟ୍ରେନ୍ ଚିହ୍ନଟ କଲେ ଭାରତୀୟ ଗବେଷକ ଭୁବନେଶ୍ୱର: ପ୍ରଥମ ଥର ପାଇଁ କୋଭିଡ୍-୧୯ ସଂକ୍ରମଣର ୭୩ଟି ପ୍ରକାର ଷ୍ଟ୍ରେନ୍ ଚିହ୍ନଟ କରିବାରେ ସଫଳ ହୋଇଛନ୍ତି ଭାରତୀୟ ଜେନୋମିକ୍ ଗବେଷକ। ନୂଆଦିଲ୍ଲୀ ସ୍ଥିତ ଇନଷ୍ଟିଚ୍ୟୁଟ ଅଫ…