ଆଜିର ଖବର ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ: ଜାଣନ୍ତୁ କ’ଣ ହେଲା ଆଲୋଚନା? ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଥୋନି ଆଲବାନିଜଙ୍କ ସହ ଟେଲିଫୋନରେ ବାର୍ତ୍ତାଳାପ କଲେ ଏବଂ ଅଷ୍ଟ୍ରେଲିଆର ୩୨ତମ ପ୍ରଧାନମନ୍ତ୍ରୀ ଭାବେ ତାଙ୍କର ଐତିହାସିକ ପୁନଃନିର୍ବାଚନ ବିଜୟ…