ଆଜିର ଖବର ଭାରତରେ ଆଜି ୨ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ୨୭ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୨ ହଜାର ୧୩୯ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହା ପରେ ଦେଶରେ ସଂକ୍ରମିତ ଲୋକଙ୍କ ସଂଖ୍ୟା ୪…