ଆଞ୍ଚଳିକ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ପାଠଚକ୍ର ରଣପୁର: ନୟାଗଡ ଜିଲ୍ଲା ରାଜସୁନାଖଳା ଠାରେ ଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ମୌଳିକ ସାକ୍ଷରତା ଓ ସଂଖ୍ୟାଜ୍ଞାନ ସମ୍ବନ୍ଧୀୟ ଦୁଇ ଦିନିଆ ପାଠଚକ୍ର ଅନୁଷ୍ଠିତ…