ବିଶେଷ ଖବର ଓଡ଼ିଶା ବିଧାନସଭା ସଂଖ୍ୟାଲଘୁ ଭାଷାଭାଷୀ ଗୃହ କମିଟିର ବସିଲା ପ୍ରଥମ ବୈଠକ ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଓଡ଼ିଶା ବିଧାନସଭାର ୫୪ ନମ୍ବର ପ୍ରକୋଷ୍ଠରେ ମାନ୍ୟବର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ଓଡ଼ିଶା ପ୍ରଦେଶର ଉପାନ୍ତ ଅଞ୍ଚଳ ଏବଂ…