RathJatra ଆସନ୍ତାକାଲି ବାହୁଡା, ଆଜି ମହାପ୍ରଭୃଙ୍କ ସଂଧ୍ୟା ଦର୍ଶନ, ଏହାର ଗୁରୁତ୍ବ କଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ ଭୁବନେଶ୍ବର, ଆସନ୍ତାକାଲି ମଙ୍ଗଳବାରରେ ମହାପ୍ରଭୃ ତାଙ୍କ ଜନ୍ମବେଦୀର ଲୀଳା ସାରି ଶ୍ରୀମନ୍ଦିର ପ୍ରତ୍ୟାବର୍ତ୍ତନ କରିବେ। ସେଥିପାଇଁ ପ୍ରସ୍ତୁତି ଶେଷ ହୋଇଛି। ବାହୁଡା ପୂର୍ବଦିନ ସଂଧ୍ୟା ଦର୍ଶନ ଥିବାରୁ…