ଆଜିର ଖବର ସୁଦର୍ଶନ ସାହୁଙ୍କୁ ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ସଂବର୍ଦ୍ଧନା ଭୁବନେଶ୍ବର: ନିକଟରେ ଭାରତ ସରକାରଙ୍କ ଦ୍ୱାରା ପଦ୍ମବିଭୂଷଣ ସମ୍ମାନ ପାଇଁ ମନୋନୀତ ଓଡିଶାର ସୁନାମଧନ୍ୟ ସ୍ଥପତି ସୁଦର୍ଶନ ସାହୁଙ୍କୁ ଓଡିଶା ଶିଳ୍ପୀ ମହାସଂଘ ପକ୍ଷରୁ ସଂବର୍ଦ୍ଧିତ କରାଯାଇଛି।…