ଆଜିର ଖବର ପୂର୍ବତନ ଅଗ୍ନିବୀରଙ୍କ ପାଇଁ CISF ରେ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା ନୂଆଦିଲ୍ଲୀ: କେନ୍ଦ୍ରୀୟ ଶିଳ୍ପ ସୁରକ୍ଷା ବଳ (ସିଆଇଏସ୍ଏଫ୍) ରେ ଖାଲିଥିବା ପଦବୀରେ ପୂର୍ବତନ ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ୧୦ ପ୍ରତିଶତ ସଂରକ୍ଷଣ ଘୋଷଣା କରିଛି।…