ସଂରକ୍ଷଣ ପ୍ରକଳ୍ପ

ନୂଆଦିଲ୍ଲୀ/ଭୁବନେଶ୍ବର: ଓଡିଶାର ବର୍ଷା ଜଳ ସଂରକ୍ଷଣ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ ପ୍ରଶଂସା କରିଛନ୍ତି। ଟ୍ବିଟ କରି ରାଜ୍ୟ ସରକାରଙ୍କୁ କେନ୍ଦ୍ରମନ୍ତ୍ରୀ ପ୍ରଶଂସା କରିଛନ୍ତି।…