ଆଜିର ଖବର ଅଗ୍ନିପଥ ଯୋଜନା ନେଇ ଗୃହ ମନ୍ତ୍ରଣାଳୟର ବଡ ନିଷ୍ପତ୍ତି, ଅଗ୍ନିବୀରଙ୍କ ପାଇଁ ସଂରକ୍ଷିତ ରହିବ ସିଟ୍ ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ଚାଲିଥିବା ଅଡୁଆ ମଧ୍ୟରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ଟୁଇଟ୍ କରାଯାଇଛି। ଯେଉଁଥିରେ କୁହାଯାଇଛି…