ଆଜିର ଖବର ପ୍ରଶାସନିକ ଏକକଗୁଡ଼ିକର ସଂଶୋଧିତ ଇଂରାଜୀ ବନାନ ତ୍ଵରିତ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଭୁବନେଶ୍ୱର: ରାଜ୍ୟର ଜିଲ୍ଲା, ଉପଖଣ୍ଡ, ତହସିଲ, ବ୍ଲକ୍ ଏବଂ ସହରାଞ୍ଚଳମାନଙ୍କର ନାମର ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ ତୁରନ୍ତ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ…