ବିଶେଷ ଖବର ସଂସଦ ଭବନରେ ସୁରକ୍ଷା ତ୍ରୁଟି ନେଇ ପ୍ରଧାନମନ୍ତ୍ରୀ ମୋଦିଙ୍କ ଆଭିମୁଖ୍ୟ କଡ଼ା: ଦୋଷୀଙ୍କ କ’ଣ ହେବ ? ନୂଆଦିଲ୍ଲୀ: ସଂସଦ ଭବନରେ ସୁରକ୍ଷା ତ୍ରୁଟିକୁ ନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିରୋଧୀ। ଏହି ପ୍ରସଙ୍ଗରେ ସେମାନେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବୟାନ ଦାବି କରୁଛନ୍ତି…