ବିଶେଷ ଖବର ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ: ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କଲେ ୧୨ ଦେଶର ୪୦ ପ୍ରତିନିଧି ଭୁବନେଶ୍ୱର: ୩୭ତମ ସଂସଦୀୟ ଇଣ୍ଟର୍ନଶିପ୍ କାର୍ଯ୍ୟକ୍ରମ ଅବସରରେ ନୂଆଦିଲ୍ଲୀ ସ୍ଥିତ ସଂସଦ ସଚିବାଳୟର Parliamentary Research and Training Institute for Democracies (PRIDE) ତରଫରୁ 12 ଟି…