Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ପୁଣି ଦେଶରେ ୭ ହଜାରରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୧୭୧ ଟି ନୂଆ ମାମଲା ପଞ୍ଜିକୃତ ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧,୯୪,୧୩୪ ପରୀକ୍ଷା କରାଯାଇଛି।

ବର୍ତ୍ତମାନ ଭାରତରେ କରୋନାର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫୧ ହଜାର ୩୧୪ ରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ୯ ହଜାର ୬୬୯ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଏହା ସହିତ ମୋଟ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୪୩ ଲକ୍ଷ ୫୬ ହଜାର ୬୯୩ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଆଜି ହ୍ରାସ ପାଇଲା କରୋନା: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୬୩୩ ମାମଲା ଚିହ୍ନଟ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୭,୬୩୩ ଟି କରୋନା ମାମଲା ଚିହ୍ନଟ ହୋଇଛି। କିନ୍ତୁ ଗତକାଲି ୯ ହଜାରରୁ ଅଧିକ ମାମଲା ପଞ୍ଜିକୃତ ହୋଇଥିଲା। ଆଜି କରୋନାର ନୂତନ ମାମଲାରେ ହ୍ରାସ ପଞ୍ଜିକୃତ ହୋଇଛି। ଅତୀତରେ କରୋନାର ନୂଆ ମାମଲା ୧୦ ହଜାର ଅତିକ୍ରମ କରିଥିଲା।

ତେବେ ଭାରତର ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୬୧ ହଜାର ୨୩୩ ରେ ଅଛି। ଗତ ୨୪ ଘଣ୍ଟା ମଧ୍ୟରେ ୬ ହଜାର ୭୦୨ ଲୋକ ସୁସ୍ଥ ହୋଇଛନ୍ତି। ଏହା ପରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୪୨ ଲକ୍ଷ ୪୨ ହଜାର ୪୭୪ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ବୁଣି ବଢିଲା ସଂକ୍ରମଣ: କିନ୍ତୁ ତଳ ମୁହାଁ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୨୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୨୬୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୫୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୦୮ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୯

ବରଗଡ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୯

କଟକ ଜିଲ୍ଲାରୁ- ୧୦

ଦେବଗଡ ଜିଲ୍ଲାରୁ- ୪

ଢେଙ୍କାନାଳ ଜିଲ୍ଲାରୁ- ୧

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୫

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୨

କେନ୍ଦ୍ରପଡା ଜିଲ୍ଲାରୁ- ୫

ଖୋର୍ଦ୍ଧା ଜିଲ୍ଲାରୁ- ୪୫

ମୟୂରଭଞ୍ଜ ଜିଲ୍ଲାରୁ- ୬

ନବରଙ୍ଗପୁର ଜିଲ୍ଲାରୁ- ୫

ନୟାଗଡ ଜିଲ୍ଲାରୁ- ୧୨

ନୂଆପଡା ଜିଲ୍ଲାରୁ- ୨୯

ପୁରୀ ଜିଲ୍ଲାରୁ- ୭

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧୯

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୪୧

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୮୫୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୯୪୧ ଏବଂ ବର୍ତ୍ତମାନ ୧୬୭୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ: ୧୭୦୦ ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୫୯ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୫୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୭

ବଲାଙ୍ଗୀରି ଜିଲ୍ଲାରୁ- ୭

କଟକ ଜିଲ୍ଲାରୁ- ୨୬

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୪

ଜଗତସିଂହପୁର ଜିଲ୍ଲାରୁ- ୬

ଯାଜପୁର ଜିଲ୍ଲାରୁ- ୩

ଝାରସୁଗୁଡା ଜିଲ୍ଲାରୁ- ୧

କଳାହାଣ୍ଡି ଜିଲ୍ଲାରୁ- ୪

କନ୍ଧମାଳ ଜିଲ୍ଲାରୁ- ୪

କେନ୍ଦ୍ରପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୨୮

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୨

ନବରଙ୍ଗପୁର ଜିଲ୍ଲାରୁ- ୪

ନୟାଗଡ ଜିଲ୍ଲାରୁ- ୫

ନୂଆପଡା ଜିଲ୍ଲାରୁ- ୭

ପୁରୀ ଜିଲ୍ଲାରୁ- ୧୦

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୩

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୧୭

ଷ୍ଟେଟ ପୁଲରୁ- ୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୫୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୫୮୮ ଏବଂ ବର୍ତ୍ତମାନ ୧୭୬୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୨୦୦ ତଳକୁ ଖସିଲା ସଂକ୍ରମଣ: ୧୮୦୦ ଅତିକ୍ରମ କଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୯୪ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୨୨ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୧୫ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୯ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୧୧

କଟକ ଜିଲ୍ଲାରୁ- ୩୩

ଦେବଗଡ ଜିଲ୍ଲାରୁ- ୩

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୬

ଝାରସୁଗୁଡା ଜିଲ୍ଲାରୁ- ୩

କଳାହାଣ୍ଡି ଜିଲ୍ଲାରୁ- ୧୬

କନ୍ଧମାଳ ଜିଲ୍ଲାରୁ- ୩

କେନ୍ଦ୍ରପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୬

ଖୋର୍ଦ୍ଧା ଜିଲ୍ଲାରୁ- ୪୦

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୨

ନବରଙ୍ଗପୁର ଜିଲ୍ଲାରୁ- ୧୧

ନୟାଗଡ ଜିଲ୍ଲାରୁ- ୬

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୪

ରାୟଗଡା ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୯

ସୋନପୁର ଜିଲ୍ଲାରୁ- ୪

ସୁନ୍ଦରଗଡ ଜିଲ୍ଲାରୁ- ୧୩

ଷ୍ଟେଟ ପୁଲରୁ- ୯

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୦ ହଜାର ୪୩୪ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୯ ହଜାର ୩୭୯ ଏବଂ ବର୍ତ୍ତମାନ ୧୮୧୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ତଳମୁହାଁ କରୋନା ସଂକ୍ରମଣ: ୪ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୦୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୦୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୪୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୩୭ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୭

ବରଗଡ ଜିଲ୍ଲାରୁ- ୧୩

ଭଦ୍ରକ ଜିଲ୍ଲାରୁ- ୧

ବଲାଙ୍ଗୀରି ଜିଲ୍ଲାରୁ- ୨୨

ବୌଦ୍ଧ ଜିଲ୍ଲାରୁ- ୬

କଟକ ଜିଲ୍ଲାରୁ- ୧୬

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୨

ଯାଜପୁର ଜିଲ୍ଲାରୁ- ୫

ଝାରସୁଗୁଡା ଜିଲ୍ଲାରୁ- ୨

କଳାହାଣ୍ଡି ଜିଲ୍ଲାରୁ- ୧୯

କନ୍ଧମାଳ ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୮୧

କୋରାପୁଟ ଜିଲ୍ଲାରୁ- ୯

ମୟୂରଭଞ୍ଜ ଜିଲ୍ଲାରୁ- ୧୯

ନବରଙ୍ଗପୁର ଜିଲ୍ଲାରୁ- ୧୭

ନୟାଗଡ ଜିଲ୍ଲାରୁ- ୧୫

ନୂଆପଡା ଜିଲ୍ଲାରୁ- ୧୭

ପୁରୀ ଜିଲ୍ଲାରୁ- ୨

ରାୟଗଡା ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୩୬

ସୋନପୁର ଜିଲ୍ଲାରୁ- ୧୪

ସୁନ୍ଦରଗଡ ଜିଲ୍ଲାରୁ- ୬୬

ଷ୍ଟେଟ ପୁଲରୁ- ୧୪

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୨ ହଜାର ୧୮୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୯ ହଜାର ୧୦ ଏବଂ ବର୍ତ୍ତମାନ ୩୯୬୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ପ୍ରାୟ ୬୦୦ ଆକ୍ରାନ୍ତ ଚିହ୍ନଟ: ୫ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୫୩୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୫୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୫୮୩ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୨୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୩୪୦ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧୦

ବରଗଡ ଜିଲ୍ଲାରୁ- ୨୨

ଭଦ୍ରକ ଜିଲ୍ଲାରୁ- ୨

ବଲାଙ୍ଗୀରି ଜିଲ୍ଲାରୁ- ୩୬

ବୌଦ୍ଧ ଜିଲ୍ଲାରୁ- ୫

କଟକ ଜିଲ୍ଲାରୁ- ୧୪

ଦେବଗଡ ଜିଲ୍ଲାରୁ- ୪

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୩

ଯାଜପୁର ଜିଲ୍ଲାରୁ- ୭

ଝାରସୁଗୁଡା ଜିଲ୍ଲାରୁ- ୭

କଳାହାଣ୍ଡି ଜିଲ୍ଲାରୁ- ୩୯

କନ୍ଧମାଳ ଜିଲ୍ଲାରୁ- ୧୪

କେନ୍ଦ୍ରାପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୧୧

ଖୋର୍ଦ୍ଧା ଜିଲ୍ଲାରୁ- ୭୭

କୋରାପୁଟ ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୪୦

ନବରଙ୍ଗପୁର ଜିଲ୍ଲାରୁ- ୨୩

ନୟାଗଡ ଜିଲ୍ଲାରୁ- ୧୭

ନୂଆପଡା ଜିଲ୍ଲାରୁ- ୩୮

ପୁରୀ ଜିଲ୍ଲାରୁ- ୧

ରାୟଗଡା ଜିଲ୍ଲାରୁ- ୯

ସମ୍ବଲପୁର ଜିଲ୍ଲାରୁ- ୨୨

ସୋନପୁର ଜିଲ୍ଲାରୁ- ୧୭

ସୁନ୍ଦରଗଡ ଜିଲ୍ଲାରୁ- ୧୩୭

ଷ୍ଟେଟ ପୁଲରୁ- ୧୭

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୧ ହଜାର ୭୮୦ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୮ ହଜାର ୧୬୬ ଏବଂ ବର୍ତ୍ତମାନ ୪୪୦୭ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ୍: ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୧ ହଜାର ନୂତନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଭାରତରେ କରୋନା ସଂକ୍ରମଣର ନୂଆ ମାମଲା ବଢିବାରେ ଲାଗିଛି। ନୂତନ ରୋଗୀଙ୍କ ସଂଖ୍ୟା ବୃଦ୍ଧି ହେତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଚିନ୍ତା ବଢିଛି। ନିରନ୍ତର ଟୀକାକରଣ ଏବଂ ପରୀକ୍ଷା ଅଭିଯାନ ବୃଦ୍ଧି କରିବାକୁ ସ୍ୱାସ୍ଥ୍ୟ କର୍ମୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି, ଯାହା ଦ୍ଵାରା କରୋନା ସଂକ୍ରମଣର ମୁକାବିଲା କରାଯାଇପାରିବ। ସର୍ବଶେଷ ଆକଳନକୁ ଦେଖିଲେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାର ୪୦୮ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି, ଯେଉଁ କାରଣରୁ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୩ ହଜାର ୩୮୪ ରେ ପହଞ୍ଚିଛି।

ସେହିଭଳି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମୋଟ ୨୦ ହଜାର ୯୫୮ ଲୋକ କରୋନାକୁ ପରାସ୍ତ କରିଛନ୍ତି। ଯାହାଫଳରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା ୪ କୋଟି ୩୩ ଲକ୍ଷ ୩୦ ହଜାର ୪୪୨ରେ ପହଞ୍ଚିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ହ୍ରାସ ପାଇଲା ସଂକ୍ରମଣ: ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୦୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୭୩୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୭୩୯ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୯୫ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୪୩୨ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୩୦୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୨

ବାଲେଶ୍ଵର ଜିଲ୍ଲାରୁ- ୮

ବରଗଡ ଜିଲ୍ଲାରୁ- ୨୦

ଭଦ୍ରକ ଜିଲ୍ଲାରୁ- ୩

ବଲାଙ୍ଗୀରି ଜିଲ୍ଲାରୁ- ୧୭

ବୌଦ୍ଧ ଜିଲ୍ଲାରୁ- ୯

କଟକ ଜିଲ୍ଲାରୁ- ୩୪

ଦେବଗଡ ଜିଲ୍ଲାରୁ- ୨

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୭

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୪

ଯାଜପୁର ଜିଲ୍ଲାରୁ- ୪

ଝାରସୁଗୁଡା ଜିଲ୍ଲାରୁ- ୧୮

କଳାହାଣ୍ଡି ଜିଲ୍ଲାରୁ- ୧୦

କନ୍ଧମାଳ ଜିଲ୍ଲାରୁ- ୧୧

କେନ୍ଦ୍ରାପଡା ଜିଲ୍ଲାରୁ- ୫

କେନ୍ଦୁଝର ଜିଲ୍ଲାରୁ- ୧୨

ଖୋର୍ଦ୍ଧା ଜିଲ୍ଲାରୁ- ୧୩୮

କୋରାପୁଟ ଜିଲ୍ଲାରୁ- ୧୨

ମୟୂରଭଞ୍ଜ ଜିଲ୍ଲାରୁ- ୮୪

ନବରଙ୍ଗପୁର ଜିଲ୍ଲାରୁ- ୯

ନୟାଗଡ ଜିଲ୍ଲାରୁ- ୨୨

ନୂଆପଡା ଜିଲ୍ଲାରୁ- ୮

ପୁରୀ ଜିଲ୍ଲାରୁ- ୧୧

ରାୟଗଡା ଜିଲ୍ଲାରୁ- ୧୫

ସମ୍ବଲପୁର ଜିଲ୍ଲାରୁ- ୧୧୩

ସୋନପୁର ଜିଲ୍ଲାରୁ- ୧୫

ସୁନ୍ଦରଗଡ ଜିଲ୍ଲାରୁ- ୧୧୪

ଷ୍ଟେଟ ପୁଲରୁ- ୩୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୭ ହଜାର ୨୪୯ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୦ ହଜାର ୬୬୩ ଏବଂ ବର୍ତ୍ତମାନ ୭୪୦୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୭ ହଜାର ଟପିଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା: ଆଜି ୪ ଜିଲ୍ଲାରେ ୧୦୦ ରୁ ଉର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୧୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୧୯୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୯୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୯୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୧୯

ବରଗଡ ଜିଲ୍ଲାରୁ- ୧୨

ଭଦ୍ରକ ଜିଲ୍ଲାରୁ- ୧୨

ବଲାଙ୍ଗୀରି ଜିଲ୍ଲାରୁ- ୧୫

ବୌଦ୍ଧ ଜିଲ୍ଲାରୁ- ୧୬

କଟକ ଜିଲ୍ଲାରୁ- ୧୦୯

ଦେବଗଡ ଜିଲ୍ଲାରୁ- ୩

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୬

ଗଞ୍ଜାମ ଜିଲ୍ଲାରୁ- ୨

ଜଗତସିଂହପୁର ଜିଲ୍ଲାରୁ- ୧୫

ଯାଜପୁର ଜିଲ୍ଲାରୁ- ୨୮

ଝାରସୁଗୁଡା ଜିଲ୍ଲାରୁ- ୩୩

କଳାହାଣ୍ଡି ଜିଲ୍ଲାରୁ- ୬

କନ୍ଧମାଳ ଜିଲ୍ଲାରୁ- ୫

କେନ୍ଦ୍ରାପଡା ଜିଲ୍ଲାରୁ- ୧୧

କେନ୍ଦୁଝର ଜିଲ୍ଲାରୁ- ୧୪

ଖୋର୍ଦ୍ଧା ଜିଲ୍ଲାରୁ- ୩୧୨

କୋରାପୁଟ ଜିଲ୍ଲାରୁ- ୯

ମୟୂରଭଞ୍ଜ ଜିଲ୍ଲାରୁ- ୧୦୨

ନବରଙ୍ଗପୁର ଜିଲ୍ଲାରୁ- ୧୨

ନୟାଗଡ ଜିଲ୍ଲାରୁ- ୩୬

ପୁରୀ ଜିଲ୍ଲାରୁ- ୨୭

ରାୟଗଡା ଜିଲ୍ଲାରୁ- ୧୯

ସମ୍ବଲପୁର ଜିଲ୍ଲାରୁ- ୭୦

ସୋନପୁର ଜିଲ୍ଲାରୁ- ୫୨

ସୁନ୍ଦରଗଡ ଜିଲ୍ଲାରୁ- ୧୭୪

ଷ୍ଟେଟ ପୁଲରୁ- ୭୦

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩ ହଜାର ୧୯୧ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୬ ହଜାର ୯୧୫ ଏବଂ ବର୍ତ୍ତମାନ ୭୦୯୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଅପଡେଟ: ଭାରତରେ ନୂତନମାମଲାରେ ୩୨.୩ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାର ୫୫୭ ଟି ନୂଆ କରୋନା ମାମଲା ରିପୋର୍ଟ ହୋଇଥିବା ବେଳେ ଦେଶରେ ମୋଟ ମାମଲା ୪ କୋଟି ୩୮ ଲକ୍ଷ ୩ ହଜାର ୬୧୯ ରେ ପହଞ୍ଚିଛି। ବର୍ତ୍ତମାନ ମୋଟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାର ୬୫୪କୁ ବୃଦ୍ଧି ହୋଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୧୮ ହଜାର ୫୧୭ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି।

ତେବେ ଏପର୍ଯ୍ୟନ୍ତ ସମୁଦାୟ ୪ କୋଟି ୩୧ ଲକ୍ଷ ୩୨ ହଜାର ୧୪୦ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଯୋଗୁଁ ୪୦ ଜଣଙ୍କର ମୃତ୍ୟୁ ହୋଇଛି। କରୋନାରେ ମୃତ୍ୟୁବରଣ କରିଥିବା ମୋଟ ଲୋକଙ୍କ ସଂଖ୍ୟା ୫ ଲକ୍ଷ ୨୫ ହଜାର ୮୨୫ କୁ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ବଢୁଛି କରୋନା ବିପଦ, ୪୪ ହଜାର ଅତିକ୍ରମ କଲା ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନାର ଚତୁର୍ଥ ତରଙ୍ଗର ଭୟ ମଧ୍ୟରେ, ନୂଆ ମାମଲାଗୁଡ଼ିକରେ ଲଗାତର ବୃଦ୍ଧି ଦେଖିବାକୁ ମିଳୁଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ମାମଲା ୮ ହଜାର ୫୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟରେ ଚାରି ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହା ପରେ, କରୋନା ର ମୋଟ ସକ୍ରିୟ ମାମଲା ମଧ୍ୟ ୪୪ ହଜାର ଅତିକ୍ରମ କରିଛି।

ମୋଟ ସକ୍ରିୟ ମାମଲା ୪୪ ହଜାର ୫୧୩ ରେ ପହଞ୍ଚିଛି। ଯାହା ଗୋଟିଏ ଦିନ ପୂର୍ବରୁ ପ୍ରାୟ ୪୦ ହଜାର ଥିଲା। ବର୍ତ୍ତମାନ ଭାରତରେ ସମୁଦାୟ କରୋନା ମାମଲା ୪ କୋଟି ୩୨ ଲକ୍ଷ ୨୨ ହଜାର ୧୭ ରେ ପହଞ୍ଚିଥିବାବେଳେ ଏପର୍ଯ୍ୟନ୍ତ କରୋନା କାରଣରୁ ୫ ଲକ୍ଷ ୨୪ ହଜାର ୭୬୧ ଜଣଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୨,୧୨୪ ଆକ୍ରାନ୍ତ ଚିହ୍ନଟ, ଗତକାଲି ତୁଳନାରେ ୨୬.୮ ପ୍ରତିଶତ ଅଧିକ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୨,୧୨୪ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୧୭ ଜଣଙ୍କର ମୃତ୍ୟୁ ହୋଇଛି। ଆଜି ରିପୋର୍ଟ ହୋଇଥିବା ମାମଲା ଗତକାଲି ତୁଳନାରେ ୨୬.୮ ପ୍ରତିଶତ ଅଧିକ। ବାସ୍ତବରେ ଗତକାଲି ଦେଶରେ ୧,୬୭୫ ଟି କରୋନା ମାମଲା ରୁଜୁ ହୋଇଥିଲା। ସେହିଭଳି ୩୧ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଏହି ପରିପ୍ରେକ୍ଷୀରେ, ଏହା ସ୍ପଷ୍ଟ ହୋଇଛି ଯେ ଗତ ଚବିଶ ଘଣ୍ଟା ମଧ୍ୟରେ କରୋନାର ଅଧିକ ନୂତନ ମାମଲା ପଞ୍ଜିକୃତ ହୋଇଛି।

ଦେଶବ୍ୟାପୀ ଟୀକାକରଣ ଅଭିଯାନରେ ଲୋକଙ୍କୁ ନିରନ୍ତର ଟିକା ଦିଆଯାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୨୭,୫୪୪ ଡୋଜ୍ ଟୀକା ଦିଆଯାଇଛି। ଏହା ପରେ ଦେଶର ମୋଟ ୧,୯୨,୬୭,୪୪,୭୬୯ ଡୋଜ ଟିକା ଲୋକଙ୍କୁ ଦିଆଯାଇଛି। ସର୍ବଶେଷ ସୂଚନା ଅନୁଯାୟୀ, ଭାରତରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୪,୯୭୧ ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ ୧.୯୭୭ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଯାହା ପରେ କରୋନାରୁ ସୁସ୍ଥ ଥିବା ଲୋକଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୪,୨୬,୦୨,୭୧୪ ରେ ପହଞ୍ଚିଛି।

Categories
ଆଜିର ଖବର ସ୍ବାସ୍ଥ୍ୟ

ଦେଶରେ ଆଜି ଚିହ୍ନଟ ହେଲେ ୧ ହଜାର ୭୭୮ ଆକ୍ରାନ୍ତ, ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୩ ହଜାରକୁ ହ୍ରାସ

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ମାରାତ୍ମକ କରୋନାଭାଇରସ୍ ମହାମାରୀର ନୂଆ ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ଏକ ହଜାର ୧ ହଜାର ୭୭୮ ଟି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ୧ ହଜାର ୫୮୧ ଟି କରୋନା ମାମଲା ପଞ୍ଜିକୃତ ହୋଇଥିଲା। ବର୍ତ୍ତମାନ ସୁଦ୍ଧା ଦେଶରେ ୪ କୋଟି ୩୦ ଲକ୍ଷ ୧୨ ହଜାର ୭୪୯ ଟି କରୋନା ମାମଲା ରୁଜୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଦ୍ଵାରା ପ୍ରକାଶିତ ତଥ୍ୟ ଅନୁଯାୟୀ ଗତକାଲି ଦେଶରେ ୨ ହଜାର ୫୪୨ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ଯାହା ପରେ ସକ୍ରିୟ ମାମଲା ସଂଖ୍ୟା ୨୩ ହଜାର ୮୭ କୁ ହ୍ରାସ ପାଇଛି। ତଥ୍ୟ ଅନୁଯାୟୀ, ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୭୩ ହଜାର ୫୭ ଲୋକ ସଂକ୍ରମଣମୁକ୍ତ ହୋଇଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ୬୦୦ ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୦ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୬ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୯ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୩ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୩

କଟକ ଜିଲ୍ଲାରୁ- ୧

ଢେଙ୍କାନାଳ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୬

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୨

ମୟୂରଭଞ୍ଜ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୨

ସୁନ୍ଦରଗଡ ଜିଲ୍ଲାରୁ- ୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୨୨୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୪୯୭ ଏବଂ ବର୍ତ୍ତମାନ ୫୫୯ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୬୦୦, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୪୫ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୪୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୮ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୪ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୧୬ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୧

ବାଲେଶ୍ଵର ଜିଲ୍ଲାରୁ- ୧

ବରଗଡ ଜିଲ୍ଲାରୁ- ୧

ବୌଦ୍ଧ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୯

ଗଞ୍ଜାମ ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୭

କେନ୍ଦ୍ରାପଡା ଜିଲ୍ଲାରୁ- ୧

ଖୋର୍ଦ୍ଧା ଜିଲ୍ଲାରୁ- ୪

କୋରାପୁଟ ଜିଲ୍ଲାରୁ- ୬

ମୟୂରଭଞ୍ଜ ଜିଲ୍ଲାରୁ- ୪

ସମ୍ବଲପୁର ଜିଲ୍ଲାରୁ- ୧

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୭ ହଜାର ୧୯୩ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୭ ହଜାର ୪୨୪ ଏବଂ ବର୍ତ୍ତମାନ ୬୦୦ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ହ୍ରାସ ପାଇଲା କରୋନା ମାମଲା, ୪୦ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତରେ କରୋନା ମାମଲାରେ ହ୍ରାସ ଘଟିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ମୋଟ ୩ ୧୧୬ ଟି ନୂଆ ମାମଲା ଚିହ୍ନଟ ହୋଇଛି। ସେହିଭଳି ଗତ ୨୪ଘଣ୍ଟା ମଧ୍ୟରେ ଦେଶରେ କରୋନା ମହାମାରୀ ଯୋଗୁଁ ୪୭ ଜଣଙ୍କର ମୃତ୍ୟୁ ହୋଇଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଦେଶରେ ୪୭ ଜଣ ମୃତ୍ୟୁ ପଞ୍ଜିକରଣ କରିବା ପରେ ମୋଟ ମୃତ୍ୟୁ ସଂଖ୍ୟା ୫ ଲକ୍ଷ ୧୫ ହଜାର ୮୫୦ କୁ ବୃଦ୍ଧି ପାଇଛି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୨୯ ଲକ୍ଷ ୯୦ ହଜାର ୯୯୧ କୁ ବୃଦ୍ଧି ହୋଇଥିବା ବେଳେ ସକ୍ରିୟ ମାମଲା ୫୦ ହଜାରରୁ କମ ହୋଇଯାଇଛି। ବର୍ତ୍ତମାନ ଦେଶରେ ୩୮ ହଜାର ୬୯ ମାମଲା ସକ୍ରିୟ ଅଛି। ତେବେ କୋଭିଡ଼ରୁ ମୋଟ ୪ କୋଟି ୨୪ ଲକ୍ଷ ୩୭ ହଜାର ୭୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ଗତକାଲି ଅପେକ୍ଷା ଆଜି ସାମାନ୍ୟ ବୃଦ୍ଧି ହେଲା ସଂକ୍ରମଣ, ୪୭ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଗତକାଲି ୩ ହଜାର ୯୯୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪ ହଜାର ୫୭୫ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିଭଳି ଗତକାଲି ୧୦୮ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୪୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୯ ଲକ୍ଷ ୭୫ ହଜାର ୮୮୩ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୫ ହଜାର ୩୫୫ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୭ ହଜାର ୪୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୧୩ ହଜାର ୫୬୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୪୬ ହଜାରକୁ ୯୬୨ ବୃଦ୍ଧି ପାଇଛି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ ୫୦ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ ସଂଖ୍ୟା, ୨୪ ଘଣ୍ଟାରେ ୪ ହଜାରରୁ କମ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଗତକାଲି ୪ ହଜାର ୩୬୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୩ ହଜାର ୯୯୩ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିଭଳି ଗତକାଲି ୬୬ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୦୮ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୯ ଲକ୍ଷ ୭୧ ହଜାର ୨୯୮ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୫ ହଜାର ୨୧୦ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୯ ହଜାର ୬୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୪ ଲକ୍ଷ ୬ ହଜାର ୧୫୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୪୯ ହଜାରକୁ ୯୪୮ ବୃଦ୍ଧି ପାଇଛି।

Categories
ଆଜିର ଖବର ମନୋରଂଜନ ସ୍ବାସ୍ଥ୍ୟ

ରାଜ୍ୟରେ ୨ ହଜାର ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ, ଜାଣନ୍ତୁ ରାଜ୍ୟରେ କେଉଁ ଜିଲ୍ଲାରେ କେତେ ସଂକ୍ରମିତ

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୪୩ ଜଣ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୧୩୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୩ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୮ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୦  ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୪

ବାଲେଶ୍ଵର ଜିଲ୍ଲାରୁ- ୬

ବଲାଙ୍ଗୀରି ଜିଲ୍ଲାରୁ- ୩

ବୌଦ୍ଧ ଜିଲ୍ଲାରୁ- ୧

କଟକ ଜିଲ୍ଲାରୁ- ୫

ଗଜପତି ଜିଲ୍ଲାରୁ- ୧୮

ଗଞ୍ଜାମ ଜିଲ୍ଲାରୁ- ୩

ଜଗତସିଂହପୁର ଜିଲ୍ଲାରୁ- ୧

ଯାଜପୁର ଜିଲ୍ଲାରୁ- ୩

ଝାରସୁଗୁଡା ଜିଲ୍ଲାରୁ- ୧୩

କେନ୍ଦ୍ରାପଡା ଜିଲ୍ଲାରୁ- ୪

ଖୋର୍ଦ୍ଧା ଜିଲ୍ଲାରୁ- ୭

କୋରାପୁଟ ଜିଲ୍ଲାରୁ- ୩

ମୟୂରଭଞ୍ଜ ଜିଲ୍ଲାରୁ- ୧୧

ନବରଙ୍ଗପୁର ଜିଲ୍ଲାରୁ- ୩

ପୁରୀ ଜିଲ୍ଲାରୁ- ୨

ସମ୍ବଲପୁର ଜିଲ୍ଲାରୁ- ୩୧

ସୁନ୍ଦରଗଡ ଜିଲ୍ଲାରୁ- ୧୧

ଷ୍ଟେଟ ପୁଲରୁ- ୨

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୮୫ ହଜାର ୪୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୭୪ ହଜାର ୪୨୬ ଏବଂ ବର୍ତ୍ତମାନ ୧ ହଜାର ୯୨୩ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ଦେଶରେ କମୁଛି ସଂକ୍ରମଣ, ୧ ଲକ୍ଷ ତଳକୁ ଖସିଲା ସକ୍ରିୟ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ ଗତକାଲି ୮ ହଜାର ୧୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୬ ହଜାର ୯୧୫ ଲୋକ କରୋନାରେ ସଂକ୍ରମିତ ହୋଇଛନ୍ତି। ସେହିଭଳି ଗତକାଲି ୧୧୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଥିବା ବେଳେ ଆଜି ଆଉ ୧୮୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ଏହି ନୂତନ ମାମଲା ଚିହ୍ନଟ ପରେ ଦେଶରେ କରୋନା ସଂକ୍ରମିତ ସମୁଦାୟ ମାମଲା ୪ କୋଟି ୨୯ ଲକ୍ଷ ୩୪ ହଜାର ୧୩୦ କୁ ବୃଦ୍ଧି ପାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ୫ ଲକ୍ଷ ୧୪ ହଜାର ୨୩ ଲୋକ ଏହି ମହାମାରୀ ଯୋଗୁଁ ପ୍ରାଣ ହରାଇଛନ୍ତି।

ଗତ ୨୪ ଘଣ୍ଟାରେ ୧୬ ହଜାର ୮୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ଏପର୍ଯ୍ୟନ୍ତ ୪ କୋଟି ୨୩ ଲକ୍ଷ ୨୪ ହଜାର ୫୫୦ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ବର୍ତ୍ତମାନ ୯୨ ହଜାରକୁ ୪୭୨ ବୃଦ୍ଧି ପାଇଛି।