Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ଆଜି ରାଜ୍ୟରେ ୨୦୦ ରୁ କମ ଆକ୍ରାନ୍ତ ଚିହ୍ନଟ, ୧୪୦୦ ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୦୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବ ଆଜି ୧୮୦  ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୩୧ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୧୦୬ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୭୪ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ବାଲେଶ୍ଵର ଜିଲ୍ଲାରୁ- ୧୧

ବରଗଡ ଜିଲ୍ଲାରୁ- ୪

ବଲାଙ୍ଗୀରି ଜିଲ୍ଲାରୁ- ୪

କଟକ ଜିଲ୍ଲାରୁ- ୨୬

ଦେବଗଡ ଜିଲ୍ଲାରୁ- ୧

ଗଜପତି ଜିଲ୍ଲାରୁ- ୧

ଜଗତସିଂହପୁର ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୫

କନ୍ଧମାଳ ଜିଲ୍ଲାରୁ- ୩

କେନ୍ଦ୍ରାପଡା ଜିଲ୍ଲାରୁ- ୧

କେନ୍ଦୁଝର ଜିଲ୍ଲାରୁ- ୨

ଖୋର୍ଦ୍ଧା ଜିଲ୍ଲାରୁ- ୨୪

କୋରାପୁଟ ଜିଲ୍ଲାରୁ- ୫

ମୟୂରଭଞ୍ଜ ଜିଲ୍ଲାରୁ- ୯

ନବରଙ୍ଗପୁର ଜିଲ୍ଲାରୁ- ୩

ନୟାଗଡ ଜିଲ୍ଲାରୁ- ୪

ନୂଆପଡା ଜିଲ୍ଲାରୁ- ୧

ପୁରୀ ଜିଲ୍ଲାରୁ- ୧୫

ରାୟଗଡା ଜିଲ୍ଲାରୁ- ୧

ସମ୍ବଲପୁର ଜିଲ୍ଲାରୁ- ୧୧

ସୋନପୁର ଜିଲ୍ଲାରୁ- ୬

ସୁନ୍ଦରଗଡ ଜିଲ୍ଲାରୁ- ୩୧

ଷ୍ଟେଟ ପୁଲରୁ- ୫

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୩୩ ହଜାର ୮୮୭ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୨୩ ହଜାର ୨୫୬ ଏବଂ ବର୍ତ୍ତମାନ ୧୩୮୬ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୧ ହଜାରରୁ ଊର୍ଦ୍ଧ୍ଵ ଆକ୍ରାନ୍ତ ଚିହ୍ନଟ: ୭ ହଜାର ତଳକୁ ଖସିଲା ସକ୍ରିୟ ରୋଗୀଙ୍କ ସଂଖ୍ୟା

ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୧୭୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୦୩୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୦୩୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୭୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୦୩ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୪୨୭ ଜଣ ଅଛନ୍ତି। ତେବେ ବିଭିନ୍ନ ଜିଲ୍ଲାର ଯେଉଁ ସ୍ଥିତି ରହିଛି ତାହା ହେଲା…

ଅନୁଗୁଳ ଜିଲ୍ଲାରୁ- ୩

ବାଲେଶ୍ଵର ଜିଲ୍ଲାରୁ- ୨୩

ବରଗଡ ଜିଲ୍ଲାରୁ- ୨୨

ଭଦ୍ରକ ଜିଲ୍ଲାରୁ- ୧୧

ବଲାଙ୍ଗୀରି ଜିଲ୍ଲାରୁ- ୩୫

ବୌଦ୍ଧ ଜିଲ୍ଲାରୁ- ୧୨

କଟକ ଜିଲ୍ଲାରୁ- ୫୦

ଦେବଗଡ ଜିଲ୍ଲାରୁ- ୯

ଢେଙ୍କାନାଳ ଜିଲ୍ଲାରୁ- ୩

ଗଜପତି ଜିଲ୍ଲାରୁ- ୭

ଜଗତସିଂହପୁର ଜିଲ୍ଲାରୁ- ୭

ଯାଜପୁର ଜିଲ୍ଲାରୁ- ୧୯

ଝାରସୁଗୁଡା ଜିଲ୍ଲାରୁ- ୨୧

କଳାହାଣ୍ଡି ଜିଲ୍ଲାରୁ- ୨୬

କନ୍ଧମାଳ ଜିଲ୍ଲାରୁ- ୨୩

କେନ୍ଦ୍ରାପଡା ଜିଲ୍ଲାରୁ- ୧୭

କେନ୍ଦୁଝର ଜିଲ୍ଲାରୁ- ୧୩

ଖୋର୍ଦ୍ଧା ଜିଲ୍ଲାରୁ- ୧୬୪

କୋରାପୁଟ ଜିଲ୍ଲାରୁ- ୧୭

ମୟୂରଭଞ୍ଜ ଜିଲ୍ଲାରୁ- ୧୧୦

ନୟାଗଡ ଜିଲ୍ଲାରୁ- ୨୦

ନୂଆପଡା ଜିଲ୍ଲାରୁ- ୧୧

ପୁରୀ ଜିଲ୍ଲାରୁ- ୧୦

ରାୟଗଡା ଜିଲ୍ଲାରୁ- ୧୮

ସମ୍ବଲପୁର ଜିଲ୍ଲାରୁ- ୭୭

ସୋନପୁର ଜିଲ୍ଲାରୁ- ୩୯

ସୁନ୍ଦରଗଡ ଜିଲ୍ଲାରୁ- ୨୨୭

ଷ୍ଟେଟ ପୁଲରୁ- ୩୬

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୦ ହଜାର ୧୧୫ ରେ ପହଞ୍ଚିଥିବା ବେଳେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୯୩ ହଜାର ୯୫୧ ଏବଂ ବର୍ତ୍ତମାନ ୬୯୭୪ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି।