ଆଜିର ଖବର ରାଜରାସ୍ତାରେ ସଙ୍ଗରୋଧୀ ପ୍ରବାସୀଙ୍କ ବିକ୍ଷୋଭ ପ୍ରଦର୍ଶନ: ତିର୍ତ୍ତୋଲରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ରମେଶ ମହାନ୍ତି ଜଗତସିଂହପୁର: ସଙ୍ଗରୋଧ କେନ୍ଦ୍ରରେ ବିଭିନ୍ନ ପ୍ରକାର ଅବ୍ୟବସ୍ଥାକୁ ନେଇ ରାଜରାସ୍ତାରେ ବିକ୍ଷୋଭ ପ୍ରଦର୍ଶନ କଲେ ସଙ୍ଗରୋଧୀ ପ୍ରବାସୀ। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଜଗତସିଂହପୁର…