ଆଜିର ଖବର ୧୪ ବରିଷ୍ଠ ଓଏଏସ୍ ସ୍ୱତନ୍ତ୍ର ଶାସନ ସଚିବ ପାହ୍ୟାକୁ ପଦୋନ୍ନତି ଭୁବନେଶ୍ୱର: ଓଡ଼ିଶା ଲୋକସେବା ଆୟୋଗଙ୍କ ପରାମର୍ଶକ୍ରମେ ରାଜ୍ୟ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟରତ ୧୪ ଜଣ ଅତିରିକ୍ତ ଶାସନ ସଚିବ ଥିବା ବରିଷ୍ଠ ଓଏଏସ୍ଙ୍କୁ ସ୍ୱତନ୍ତ୍ର ଶାସନ…