ଆଜିର ଖବର କରୋନାର ସମ୍ଭାବ୍ୟ ତୃତୀୟ ଲହର ପାଇଁ କେନ୍ଦ୍ରମନ୍ତ୍ରୀଙ୍କ ସଚେତନତାର ଭିଡିଓ ବାର୍ତ୍ତା ଭୁବନେଶ୍ୱର: କରୋନାର ନୂଆ ଭାରିଆଂଟର ଭୂତାଣୁ ଓମିକ୍ରନ ପାଇଁ ଭୟଭୀତ ନହୋଇ ଏହି ଭାଇରସକୁ ଧୈର୍ଯ୍ୟର ସହ ମୁକାବିଲା କରିବା ପାଇଁ ଓଡିଶା ସମେତ ଦେଶର ସମସ୍ତ…