ସଡକ ଦୁର୍ଘଟଣା

ବ୍ରହ୍ମପୁର (କୈଳାଶ ଚନ୍ଦର ଚୌଧୁରୀ): ରମ୍ଭା ଥାନା ଅର୍ନ୍ତଗତ ଅରୁଣ ପୁର ଗ୍ରାମ ଛକରେ ଗୋଟିଏ ସିମେଣ୍ଟ ବୋଝେଇ ଟ୍ରକ ସହ ମୋଟରସାଇକେଲର ମୁହାଁମୁହିଁ ଧକ୍କା ହୋଇଛି।…

ନୂଆଦିଲ୍ଲୀ: ରାଜସ୍ଥାନର ଜୟପୁର-ଆଜମେର ରାଜପଥରେ ଆଜି ହୋଇଥିବା ସଡ଼କ ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ମଧ୍ୟ ପିଏମଏନଆରଏଫରୁ ପ୍ରତ୍ୟେକ…

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର ଗୋରଖପୁରରେ ଗତକାଲି ରାତିରେ ଏକ ସଡକ ଦୁର୍ଘଟଣାରେ ଜଣେ ପିତା ଏବଂ ଦୁଇ ଝିଅଙ୍କ ସମେତ ପାଞ୍ଚ ଜଣଙ୍କର ମୃତ୍ୟୁ ଘଟିଛି। ଦ୍ରୁତ ଗତିରେ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅର୍ନ୍ତଗତ ଚୈତନ୍ୟପଡା ପେଟ୍ରୋଲ ପମ୍ପ ନିକଟରେ ଆସ୍କା ଅଭିମୁଖେ ଯାଉଥିବା ଏକ ଗ୍ୟାସ ବୋଝେଇ ଗାଡ଼ିର ମୁହାଁମୁହିଁ ଧକ୍କା…

ଭୁବନେଶ୍ଵର: ନୂଆପଡା ଲୁକୁପାଳି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ୩୫୩ ନମ୍ୱର୍ ଜାତୀୟ ରାଜପଥରେ ଦୁଇ ବାଇକ୍ ମୁହାମୁହିଁ ଧକ୍କା ହୋଇ ଦୁର୍ଘଟଣା ହୋଇଥିଲା। ୨ ଜଣଙ୍କର…

ଟାଙ୍ଗୀ: ଖୋର୍ଦ୍ଧା ଜିଲ୍ଲା ଜାତୀୟ ରାଜପଥର କୟଥପଲ୍ଲା-ଜୟମଙ୍ଗପୁର ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଦୁଇଟି ଯାତ୍ରୀବାହୀ ବସ୍ ମଧ୍ୟରେ ଧକ୍କା ହୋଇ ୩୦ ରୁ…

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ମଠପାଟଣାର ବିଭୁତି ଭୂଷଣ ପଟ୍ଟଯୋଶୀ (୬୨) ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।  ଯାହାକୁ ନେଇ ଉତ୍ୟକ୍ତ ଗ୍ରାମବାସୀ ୧୬…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କାର୍ତ୍ତିକ ପୂର୍ଣ୍ଣିମାର ସୁର୍ଯ୍ୟଦୋୟ ଓ ବୋଇତ ବନ୍ଦାଣ ଉତ୍ସବ ଦେଖିବାକୁ ଗୋପାଳପୁର ଆସୁଥିବା ଦିଗପହଣ୍ଡି ଅଞ୍ଚଳର ଦୁଇ ଛାତ୍ର ପ୍ରଦ୍ୟୁମ୍ନ ସାବତ…

ନୟାଗଡ଼: ନୟାଗଡ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ସୋରଡ଼ା ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଗଛକୁ ପିଟି ହୋଇ ଭାରସାମ୍ୟ ହରାଇ ଓଲଟି…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ନିତିଦିନିଆ ହୋଇଗଲାଣି। ଏହି କିଛି ଦିନ ପୂର୍ବେ ଠିକ୍ ସେହି…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଗ୍ରାମ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଯେଉଁଥିରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ…

ରେଢ଼ାଖୋଲ (କନ୍ଦର୍ପ ବେହେରା ): ଝିଅର ପାଠ ପଢା ପାଇଁ ଆବଶ୍ୟକ କାଗଜପତ୍ର ଦସ୍ତଖତ କରିବାକୁ ଯାଉଥିବା ସମୟରେ ରାସ୍ତାରେ ମହିଳାଙ୍କ ଅଜଣା ଗାଡି ଧକ୍କାରେ ମୃତ୍ୟୁ…

ବାଣପୁର: ବାଣପୁର ଅଞ୍ଚଳରେ ଏକ ସଡ଼କ ଦୁର୍ଘଟଣା ଘଟିଯାଇଛି, ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ଖବର ମିଳିଛି। ଘଟଣାରୁ ପ୍ରକାଶ ଆଜି ଅପରାହ୍ନରେ ବାଣପୁର ନିକଟସ୍ଥ ସାନହନ୍ତୁଆଡ…

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ୧୬ ନଂ ଜାତୀୟ ରାଜପଥ ବେଲପଡା ଛକରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ରାସ୍ତା ପାର୍ଶ୍ୱରେ…

ଭୁବନେଶ୍ବର: ଯାଜପୁର ଜିଲ୍ଲା ବାରବାଟୀ ଛକ ଅଞ୍ଚଳ ରେ ଏକ ଯାତ୍ରୀ ବାହୀ ବସ ଫ୍ଲାଏ ଓଭର ତଳକୁ ଖସିବା ଘଟଣାରେ 5 ଜଣ ବ୍ୟକ୍ତି ପ୍ରାଣ…

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ଜାତୀୟ ରାଜପଥରେ ଯାତ୍ରା କଳାକାରଙ୍କ କାର ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଣାର୍କ ଗଣନାଟ୍ୟର ଉପସ୍ଥାପକ ଦ୍ଵିତିକୃଷ୍ଣ ଜେନାଙ୍କ ବାଲୁଗାଁ-ବାଣପୁର ନିକଟରେ ସଡକ…

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆଗଡ ଓଭରବ୍ରିଜ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି।…