ଆଞ୍ଚଳିକ ବାଣପୁର ପୋଲିସ ତରଫରୁ ସଡ଼କ ନିରାପତ୍ତା ସଚେତନତା ବାଣପୁର: ମଙ୍ଗଳବାର ଅପରାହ୍ନରେ ବାଣପୁର ପୋଲିସ ଏବଂ ଖୋର୍ଦ୍ଧା ଏମଭିଆଇର ମିଳିତ ଆନୁକୂଲ୍ୟରେ ଏକ ସଡ଼କ ନିରାପତ୍ତା ସଚେତନତା ରାଲି ଅନୁଷ୍ଠିତ ହୋଇଯାଇଛି। ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର…