ବିଶେଷ ଖବର ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଆଇନ୍ର ପରିସର ମଧ୍ୟରେ ହେଉଛି: ପିନାକୀ ମିଶ୍ର ଭୁବନେଶ୍ୱର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ଉପରେ ହାଇକୋର୍ଟ ରହିତାଦେଶ ଦେଇନାହାନ୍ତି। ବରଂ ଏଏସ୍ଆଇ ସହିତ ସମନ୍ୱୟ ରଖି ରାଜ୍ୟ ସରକାର ନିର୍ମାଣ କାର୍ଯ୍ୟ ଜାରି…